କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦରରେ ଥିବା ଶ୍ରୀ ଭୈରବ ଦେବଙ୍କ ପୀଠରେ ପ୍ରସିଦ୍ଧ ଝାମୁଯାତ୍ରା ବା ଭଦୋବାଲି ପାରମ୍ପରିକ ରୀତିନୀତି ଅନୁଯାୟୀ ଶୁକ୍ରବାର ଉଦ୍ୟାପିତ ହୋଇଛି। ସକାଳେ ମା’ ମାଣିକେଶ୍ୱରୀଙ୍କ ମନ୍ଦିର ପ୍ରାଙ୍ଗଣରେ ଥିବା ଭୈରବ ଦେବଙ୍କ ମନ୍ଦିରରେ…